ଗୀତସଂହିତା 128:2 - ପବିତ୍ର ବାଇବଲ2 ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଗ କରିବ। ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ। See the chapterପବିତ୍ର ବାଇବଲ (Re-edited) - (BSI)2 କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ; See the chapterଓଡିଆ ବାଇବେଲ2 କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ; ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ; ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ। See the chapter |