ଗୀତସଂହିତା 129:1 - ପବିତ୍ର ବାଇବଲ1 ମୋର ଜୀବନସାରା ବହୁ ଶତ୍ରୁ ମୋତେ ଆକ୍ରମଣ କଲେ। ଇସ୍ରାଏଲ, ଏହାକୁ ଆଉଥରେ କୁହ। See the chapterପବିତ୍ର ବାଇବଲ (Re-edited) - (BSI)1 ମୋʼ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି, ଇସ୍ରାଏଲ ଏବେ କହୁନ୍ତୁ; See the chapterଓଡିଆ ବାଇବେଲ1 “ମୋ’ ଯୌବନଠାରୁ ମୋ’ର ଶତ୍ରୁମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି,” ଇସ୍ରାଏଲ ଏବେ କୁହନ୍ତୁ; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 “ମୋʼ ଯୌବନଠାରୁ ମୋʼ ର ଶତ୍ରୁମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି, ଇସ୍ରାଏଲ ଏବେ କୁହନ୍ତୁ; See the chapter |