ଗୀତସଂହିତା 129:2 - ପବିତ୍ର ବାଇବଲ2 ମୋ’ ଜୀବନସାରା ବହୁ ଶତ୍ରୁ ମୋତେ ଆକ୍ରମଣ କରିଛନ୍ତି। କିନ୍ତୁ ସେମାନେ କେବେ ମୋତେ ପରାସ୍ତ କରି ପାରିଲେ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)2 ମୋʼ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି; ତଥାପି ସେମାନେ ମୋʼ ଉପରେ ଜୟୀ ହୋଇ ନାହାନ୍ତି। See the chapterଓଡିଆ ବାଇବେଲ2 “ମୋ’ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି; ତଥାପି ସେମାନେ ମୋ’ ଉପରେ ଜୟୀ ହୋଇ ନାହାନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମୋʼ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି; ତଥାପି ସେମାନେ ମୋʼ ଉପରେ ଜୟୀ ହୋଇ ନାହାନ୍ତି। See the chapter |