ଗୀତସଂହିତା 129:4 - ପବିତ୍ର ବାଇବଲ4 କିନ୍ତୁ ସଦାପ୍ରଭୁ ଯିଏ ଯାହା ଠିକ୍ କରନ୍ତି, ସେହି ରଜ୍ଜୁ କାଟି ପକାଇଲେ ଏବଂ ଦୁଷ୍ଟମାନଙ୍କଠାରୁ ମୁକ୍ତ କଲେ। See the chapterପବିତ୍ର ବାଇବଲ (Re-edited) - (BSI)4 ସଦାପ୍ରଭୁ ଧର୍ମମୟ; ସେ ଦୁଷ୍ଟମାନଙ୍କ ରଜ୍ଜୁ ଛେଦନ କରିଅଛନ୍ତି। See the chapterଓଡିଆ ବାଇବେଲ4 ସଦାପ୍ରଭୁ ଧର୍ମମୟ; ସେ ଦୁଷ୍ଟମାନଙ୍କ ଦାସତ୍ଵରୁ ମୋତେ ମୁକ୍ତ କରିଅଛନ୍ତି।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସଦାପ୍ରଭୁ ଧର୍ମମୟ; ସେ ଦୁଷ୍ଟମାନଙ୍କ ଦାସତ୍ଵରୁ ମୋତେ ମୁକ୍ତ କରିଅଛନ୍ତି। See the chapter |