ଗୀତସଂହିତା 129:5 - ପବିତ୍ର ବାଇବଲ5 ଯେଉଁ ଲୋକମାନେ ସିୟୋନକୁ ଘୃଣା କରନ୍ତି, ସେମାନେ ଲଜ୍ଜିତ ହୁଅନ୍ତୁ। ସେମାନେ ଅଟକି ଯାଆନ୍ତୁ ଏବଂ ଅନୁଧାବିତ ହୁଅନ୍ତୁ। See the chapterପବିତ୍ର ବାଇବଲ (Re-edited) - (BSI)5 ସିୟୋନକୁ ଘୃଣା କରିବା ଲୋକସମସ୍ତେ ଲଜ୍ଜିତ ହୋଇ ହଟି ଯାଉନ୍ତୁ। See the chapterଓଡିଆ ବାଇବେଲ5 ସିୟୋନକୁ ଘୃଣା କରିବା ଲୋକସମସ୍ତେ ଲଜ୍ଜିତ ହୋଇ ହଟି ଯାଉନ୍ତୁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସିୟୋନକୁ ଘୃଣା କରିବା ଲୋକ ସମସ୍ତେ ଲଜ୍ଜିତ ହୋଇ ହଟି ଯାଉନ୍ତୁ। See the chapter |