ଗୀତସଂହିତା 13:2 - ପବିତ୍ର ବାଇବଲ2 କେତେକାଳ ମୁଁ ଏଭଳି ବଲୁଥିବି, ଯଦି ତୁମ୍ଭେ ମୋତେ ଭୁଲି ଯାଇଥିବ? କେତେକାଳ ପର୍ଯ୍ୟନ୍ତ ଏହି ଦୁଃଖକୁ ମୁଁ ହୃଦୟରେ ବୋହି ଗ୍ଭଲିବି? କେତେକାଳ ପର୍ଯ୍ୟନ୍ତ ମୋର ଶତ୍ରୁ ମୋ’ ଉପରେ ବିଜୟ ଲାଭ କରିବ? See the chapterପବିତ୍ର ବାଇବଲ (Re-edited) - (BSI)2 ମୁଁ ଦିନଯାକ ନିଜ ଅନ୍ତଃକରଣରେ ଦୁଃଖିତ ହୋଇ କେତେ କାଳ ମନେ ମନେ ପରାମର୍ଶ କରିବି? କେତେ କାଳ ମୋʼ ଶତ୍ରୁ ମୋʼ ଉପରେ ଉଚ୍ଚୀକୃତ ହେବ? See the chapterଓଡିଆ ବାଇବେଲ2 ମୁଁ ସାରାଦିନ ନିଜ ଅନ୍ତଃକରଣରେ ଦୁଃଖିତ ହୋଇ କେତେ କାଳ ମନେ ମନେ ପରାମର୍ଶ କରିବି ? କେତେ କାଳ ମୋ’ ଶତ୍ରୁ ମୋ’ ଉପରେ ଉଚ୍ଚୀକୃତ ହେବ ? See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମୁଁ ସାରାଦିନ ନିଜ ଅନ୍ତଃକରଣରେ ଦୁଃଖିତ ହୋଇ କେତେ କାଳ ମନେ ମନେ ପରାମର୍ଶ କରିବି? କେତେ କାଳ ମୋʼ ଶତ୍ରୁ ମୋʼ ଉପରେ ଉଚ୍ଚୀକୃତ ହେବ? See the chapter |