Online Bible

- Advertisements -




ଗୀତସଂହିତା 132:9 - ପବିତ୍ର ବାଇବଲ

9 ସଦାପ୍ରଭୁ ତୁମ୍ଭର ଯାଜକମାନେ ବିଜୟ ପରିହିତ ହୁଅନ୍ତୁ ଏବଂ ତୁମ୍ଭ ଅନୁସରଣକାରୀମାନେ ବହୁତ ଆନନ୍ଦରେ ପାଟି କରନ୍ତୁ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

9 ତୁମ୍ଭର ଯାଜକମାନେ ଧର୍ମରୂପ ବସ୍ତ୍ର ପରିହିତ ହେଉନ୍ତୁ; ପୁଣି, ତୁମ୍ଭ ସଦ୍ଭକ୍ତମାନେ ଆନନ୍ଦଧ୍ଵନି କରନ୍ତୁ।

See the chapter Copy

ଓଡିଆ ବାଇବେଲ

9 ତୁମ୍ଭର ଯାଜକମାନେ ଧର୍ମରୂପ ବସ୍ତ୍ର ପରିହିତ ହେଉନ୍ତୁ; ପୁଣି, ତୁମ୍ଭ ସଦ୍‍ଭକ୍ତମାନେ ଆନନ୍ଦଧ୍ୱନି କରନ୍ତୁ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତୁମ୍ଭର ଯାଜକମାନେ ଧର୍ମରୂପ ବସ୍ତ୍ର ପରିହିତ ହେଉନ୍ତୁ; ପୁଣି, ତୁମ୍ଭ ସଦ୍‍ଭକ୍ତମାନେ ଆନନ୍ଦଧ୍ୱନି କରନ୍ତୁ।

See the chapter Copy




ଗୀତସଂହିତା 132:9

Follow us:

Advertisements


Advertisements