ଗୀତସଂହିତା 133:3 - ପବିତ୍ର ବାଇବଲ3 ଏହା ହର୍ମୋଣ ପର୍ବତରୁ ସିୟୋନ ପର୍ବତ ଉପରେ ପଡ଼ୁଥିବା ମୃଦୁ ବୃଷ୍ଟି ତୁଲ୍ୟ। ସେହିଠାରେ ସଦାପ୍ରଭୁ ଚିରଦିନ ପାଇଁ ଆଶୀର୍ବାଦ କରିବାର ଆଦେଶ ଦେଇଛନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)3 ତାହା ହର୍ମୋଣର ଶିଶିର ତୁଲ୍ୟ, ଯାହା ସିୟୋନର ପର୍ବତଗଣ ଉପରେ କ୍ଷରି ପଡ଼େ। କାରଣ ସଦାପ୍ରଭୁ ସେଠାରେ ଆଶୀର୍ବାଦ, ହଁ, ଅନ; ଜୀବନ ଆଜ୍ଞା କଲେ। See the chapterଓଡିଆ ବାଇବେଲ3 ତାହା ହର୍ମୋଣ ପାହାଡ଼ର ଶିଶିର ତୁଲ୍ୟ, ଯାହା ସିୟୋନର ପର୍ବତଗଣ ଉପରେ କ୍ଷରି ପଡ଼େ। କାରଣ ସଦାପ୍ରଭୁ ସେଠାରେ ଆଶୀର୍ବାଦ, ହଁ, ଅନନ୍ତ ଜୀବନ ଆଜ୍ଞା କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତାହା ହର୍ମୋଣ ପାହାଡ଼ର ଶିଶିର ତୁଲ୍ୟ, ଯାହା ସିୟୋନର ପର୍ବତଗଣ ଉପରେ କ୍ଷରି ପଡ଼େ। କାରଣ ସଦାପ୍ରଭୁ ସେଠାରେ ଆଶୀର୍ବାଦ, ହଁ, ଅନନ୍ତ ଜୀବନ ଆଜ୍ଞା କଲେ। See the chapter |