Online Bible

- Advertisements -




ଗୀତସଂହିତା 134:1 - ପବିତ୍ର ବାଇବଲ

1 ହେ ସଦାପ୍ରଭୁଙ୍କର ସମସ୍ତ ଦାସଗଣ, ଯେଉଁମାନେ ରାତିସାରା ତାଙ୍କର ମନ୍ଦିରରେ ତାଙ୍କର ସେବା କରନ୍ତି, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତୁ!

See the chapter Copy

ପବିତ୍ର ବାଇବଲ (Re-edited) - (BSI)

1 ଦେଖ, ହେ ସଦାପ୍ରଭୁଙ୍କ ଦାସ- ସକଳ, ରାତ୍ରିକାଳରେ ସଦାପ୍ରଭୁଙ୍କ ଗୃହରେ ଠିଆ ହୋଇଥାଅ ଯେ ତୁମ୍ଭେମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।

See the chapter Copy

ଓଡିଆ ବାଇବେଲ

1 ଦେଖ, ହେ ସଦାପ୍ରଭୁଙ୍କ ଦାସସକଳ, ରାତ୍ରିକାଳରେ ସଦାପ୍ରଭୁଙ୍କ ଗୃହରେ ସେବା କରୁଥାଅ ଯେ ତୁମ୍ଭେମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଦେଖ, ହେ ସଦାପ୍ରଭୁଙ୍କ ଦାସସକଳ, ରାତ୍ରିକାଳରେ ସଦାପ୍ରଭୁଙ୍କ ଗୃହରେ ସେବା କରୁଥାଅ ଯେ ତୁମ୍ଭେମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।

See the chapter Copy




ଗୀତସଂହିତା 134:1

Follow us:

Advertisements


Advertisements