ଗୀତସଂହିତା 134:2 - ପବିତ୍ର ବାଇବଲ2 ତୁମ୍ଭର ହାତ ମନ୍ଦିର ଆଡ଼କୁ ଉଠାଅ ଏବଂ ସଦାପ୍ରଭୁଙ୍କର ପ୍ରଶଂସା କର। See the chapterପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେମାନେ ଧର୍ମଧାମ ଆଡ଼େ ଆପଣା ଆପଣା ହସ୍ତ ଉଠାଅ ଓ ସଦାପ୍ରଭୁଙ୍କର ଧନ୍ୟବାଦ କର। See the chapterଓଡିଆ ବାଇବେଲ2 ତୁମ୍ଭେମାନେ ଧର୍ମଧାମ ଆଡ଼େ ଆପଣା ଆପଣା ହସ୍ତ ଉଠାଅ ଓ ସଦାପ୍ରଭୁଙ୍କର ଧନ୍ୟବାଦ କର। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତୁମ୍ଭେମାନେ ଧର୍ମଧାମ ଆଡ଼େ ଆପଣା ଆପଣା ହସ୍ତ ଉଠାଅ ଓ ସଦାପ୍ରଭୁଙ୍କର ଧନ୍ୟବାଦ କର। See the chapter |