ଗୀତସଂହିତା 137:3 - ପବିତ୍ର ବାଇବଲ3 ବାବିଲରେ ଯେଉଁ ଲୋକମାନେ ଆମ୍ଭମାନଙ୍କୁ ବନ୍ଦୀ କରିଥିଲେ, ଆମ୍ଭେ ଗୀତ ଗାଉ ବୋଲି ସେମାନେ ଗ୍ଭହିଁଲେ। ସେମାନଙ୍କର ମନୋରଞ୍ଜନ କରିବାକୁ ସେମାନେ ଆମ୍ଭମାନଙ୍କୁ ଡାକିଲେ: “ଆମ୍ଭମାନଙ୍କ ନିକଟରେ ସିୟୋନର ଗୋଟିଏ ଗୀତ ଗାନ କର।” See the chapterପବିତ୍ର ବାଇବଲ (Re-edited) - (BSI)3 କାରଣ ଆମ୍ଭମାନଙ୍କୁ ବନ୍ଦୀ କରି ଘେନି ଯାଇଥିବା ଲୋକେ ଆମ୍ଭମାନଙ୍କଠାରୁ ଗୀତ ଶୁଣିବାକୁ ଚାହିଁଲେ, ପୁଣି ଆମ୍ଭମାନଙ୍କ ଉପଦ୍ରବୀଗଣ ଆମ୍ଭମାନଙ୍କଠାରୁ ଆନନ୍ଦ-ସ୍ଵର ଶୁଣିବାକୁ ଇଚ୍ଛା କରି କହିଲେ, ଆମ୍ଭମାନଙ୍କ ନିକଟରେ ସିୟୋନର ଗୋଟିଏ ଗୀତ ଗାନ କର। See the chapterଓଡିଆ ବାଇବେଲ3 କାରଣ ଆମ୍ଭମାନଙ୍କୁ ବନ୍ଦୀ କରି ଘେନି ଯାଇଥିବା ଲୋକେ ଆମ୍ଭମାନଙ୍କଠାରୁ ଗୀତ ଶୁଣିବାକୁ ଚାହିଁଲେ, ପୁଣି, ଆମ୍ଭମାନଙ୍କ ଉପଦ୍ରବୀଗଣ ଆମ୍ଭମାନଙ୍କଠାରୁ ଆନନ୍ଦ-ସ୍ୱର ଶୁଣିବାକୁ ଇଚ୍ଛା କରି କହିଲେ, “ଆମ୍ଭମାନଙ୍କ ନିକଟରେ ସିୟୋନର ଗୋଟିଏ ଗୀତ ଗାନ କର।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କାରଣ ଆମ୍ଭମାନଙ୍କୁ ବନ୍ଦୀ କରି ଘେନି ଯାଇଥିବା ଲୋକେ ଆମ୍ଭମାନଙ୍କଠାରୁ ଗୀତ ଶୁଣିବାକୁ ଚାହିଁଲେ, ପୁଣି, ଆମ୍ଭମାନଙ୍କ ଉପଦ୍ରବୀଗଣ ଆମ୍ଭମାନଙ୍କଠାରୁ ଆନନ୍ଦ-ସ୍ୱର ଶୁଣିବାକୁ ଇଚ୍ଛା କରି କହିଲେ, “ଆମ୍ଭମାନଙ୍କ ନିକଟରେ ସିୟୋନର ଗୋଟିଏ ଗୀତ ଗାନ କର।” See the chapter |