Online Bible

- Advertisements -




ଗୀତସଂହିତା 137:5 - ପବିତ୍ର ବାଇବଲ

5 ହେ ଯିରୁଶାଲମ, ଯଦି ମୁଁ ତୁମ୍ଭକୁ ଭୁଲେ, ତେବେ ମୋର ଦକ୍ଷିଣ ହସ୍ତ ଆପଣାର କର୍ମ କୌଶଳ ପାଶୋରି ଯାଉ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

5 ହେ ଯିରୂଶାଲମ, ଯେବେ ମୁଁ ତୁମ୍ଭକୁ ପାସୋରେ, ତେବେ ମୋହର ଦକ୍ଷିଣ ହସ୍ତ ଆପଣା କୌଶଳ ପାସୋରି ଯାଉ।

See the chapter Copy

ଓଡିଆ ବାଇବେଲ

5 ହେ ଯିରୂଶାଲମ, ଯଦି ମୁଁ ତୁମ୍ଭକୁ ପାସୋରେ, ତେବେ ମୋହର ଦକ୍ଷିଣ ହସ୍ତ ଆପଣା ବଜାଇବା କୌଶଳ ପାସୋରି ଯାଉ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ହେ ଯିରୂଶାଲମ, ଯଦି ମୁଁ ତୁମ୍ଭକୁ ପାସୋରେ, ତେବେ ମୋହର ଦକ୍ଷିଣ ହସ୍ତ ଆପଣା ବଜାଇବା କୌଶଳ ପାସୋରି ଯାଉ।

See the chapter Copy




ଗୀତସଂହିତା 137:5

Follow us:

Advertisements


Advertisements