ଗୀତସଂହିତା 138:4 - ପବିତ୍ର ବାଇବଲ4 ସଦାପ୍ରଭୁ, ପୃଥିବୀର ସମସ୍ତ ରାଜା ତୁମ୍ଭକୁ ପ୍ରଶଂସା କରିବେ, ଯେତେବେଳେ ସେମାନେ ତୁମ୍ଭର ପ୍ରତିଜ୍ଞାଗୁଡ଼ିକୁ ଶୁଣିବେ। See the chapterପବିତ୍ର ବାଇବଲ (Re-edited) - (BSI)4 ହେ ସଦାପ୍ରଭୋ, ପୃଥିବୀସ୍ଥ ସମସ୍ତ ରାଜା ତୁମ୍ଭର ଧନ୍ୟବାଦ କରିବେ, କାରଣ ସେମାନେ ତୁମ୍ଭ ମୁଖର ବାକ୍ୟ ଶୁଣିଅଛନ୍ତି। See the chapterଓଡିଆ ବାଇବେଲ4 ହେ ସଦାପ୍ରଭୁ, ପୃଥିବୀସ୍ଥ ସମସ୍ତ ରାଜା ତୁମ୍ଭର ଧନ୍ୟବାଦ କରିବେ, କାରଣ ସେମାନେ ତୁମ୍ଭ ମୁଖର ବାକ୍ୟ ଶୁଣିଅଛନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ହେ ସଦାପ୍ରଭୋ, ପୃଥିବୀସ୍ଥ ସମସ୍ତ ରାଜା ତୁମ୍ଭର ଧନ୍ୟବାଦ କରିବେ, କାରଣ ସେମାନେ ତୁମ୍ଭ ମୁଖର ବାକ୍ୟ ଶୁଣିଅଛନ୍ତି। See the chapter |