Online Bible

- Advertisements -




ଗୀତସଂହିତା 138:8 - ପବିତ୍ର ବାଇବଲ

8 ସଦାପ୍ରଭୁ, ତୁମ୍ଭେ ପ୍ରତିଜ୍ଞା କରିଥିବା ଜିନିଷ ମୋତେ ଦିଅ। ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ। ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କୁ ସୃଷ୍ଟି କଲ। ତେଣୁ ଆମ୍ଭକୁ ପରିତ୍ୟାଗ କର ନାହିଁ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

8 ସଦାପ୍ରଭୁ ମୋʼ ସମ୍ପର୍କୀୟ ବିଷୟ ସାଧନ କରିବେ; ହେ ସଦାପ୍ରଭୋ, ତୁମ୍ଭ ଦୟା ଅନନ୍ତକାଳସ୍ଥାୟୀ; ତୁମ୍ଭେ ଆପଣା ହସ୍ତକୃତ କର୍ମ ପରିତ୍ୟାଗ କର ନାହିଁ।

See the chapter Copy

ଓଡିଆ ବାଇବେଲ

8 ସଦାପ୍ରଭୁ ମୋ’ ସମ୍ପର୍କୀୟ ବିଷୟ ସାଧନ କରିବେ; ହେ ସଦାପ୍ରଭୁ, ତୁମ୍ଭ ଦୟା ଅନନ୍ତକାଳସ୍ଥାୟୀ; ତୁମ୍ଭେ ଆପଣା ହସ୍ତକୃତ କର୍ମ ପରିତ୍ୟାଗ କର ନାହିଁ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସଦାପ୍ରଭୁ ମୋʼ ସମ୍ପର୍କୀୟ ବିଷୟ ସାଧନ କରିବେ; ହେ ସଦାପ୍ରଭୋ, ତୁମ୍ଭ ଦୟା ଅନନ୍ତକାଳସ୍ଥାୟୀ; ତୁମ୍ଭେ ଆପଣା ହସ୍ତକୃତ କର୍ମ ପରିତ୍ୟାଗ କର ନାହିଁ।

See the chapter Copy




ଗୀତସଂହିତା 138:8

Follow us:

Advertisements


Advertisements