ଗୀତସଂହିତା 139:7 - ପବିତ୍ର ବାଇବଲ7 ମୁଁ ଯୁଆଡ଼େ ଯାଏ, ତୁମ୍ଭର ଆତ୍ମା ସବୁଠାରେ ଥାଏ। ମୁଁ ତୁମ୍ଭର ଉପସ୍ଥିତିରୁ ଖସିଯାଇ ପାରିବି ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)7 ତୁମ୍ଭ ଆତ୍ମାଠାରୁ ମୁଁ କେଉଁଠାକୁ ଯିବି? ଅବା ତୁମ୍ଭ ସାକ୍ଷାତରୁ ମୁଁ କେଉଁଠାକୁ ପଳାଇବି? See the chapterଓଡିଆ ବାଇବେଲ7 ତୁମ୍ଭ ଆତ୍ମାଠାରୁ ମୁଁ କେଉଁଠାକୁ ଯିବି ? ଅବା ତୁମ୍ଭ ସାକ୍ଷାତରୁ ମୁଁ କେଉଁଠାକୁ ପଳାଇବି ? See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତୁମ୍ଭ ଆତ୍ମାଠାରୁ ମୁଁ କେଉଁଠାକୁ ଯିବି? ଅବା ତୁମ୍ଭ ସାକ୍ଷାତରୁ ମୁଁ କେଉଁଠାକୁ ପଳାଇବି? See the chapter |