ଗୀତସଂହିତା 14:5 - ପବିତ୍ର ବାଇବଲ5-6 ସେହି ଦୁଷ୍ଟ ଲୋକମାନେ ନିରୀହ ଲୋକର ଉପଦେଶକୁ ଶୁଣିବାକୁ ପ୍ରସ୍ତୁତ ନୁହନ୍ତି କାହିଁକି? କାରଣ ସେହି ନିରୀହ ଲୋକଟି ପରମେଶ୍ୱରଙ୍କ ଉପରେ ନିର୍ଭରଶୀଳ କିନ୍ତୁ ପରମେଶ୍ୱର ସର୍ବଦା ଧାର୍ମିକ ଲୋକମାନଙ୍କ ମଧ୍ୟରେ ବାସ କରନ୍ତି। ତେଣୁ ଦୁଷ୍ଟ ଲୋକମାନେ ନିଶ୍ଚିତ ପରମେଶ୍ୱରଙ୍କୁ ଭୟ କରିବା ଉଚିତ୍। See the chapterପବିତ୍ର ବାଇବଲ (Re-edited) - (BSI)5 ସେଠାରେ ସେମାନେ ମହାଭୟଗ୍ରସ୍ତ ହୋଇଥିଲେ; କାରଣ ପରମେଶ୍ଵର ଧାର୍ମିକ-ବଂଶ ମଧ୍ୟରେ ଅଛନ୍ତି। See the chapterଓଡିଆ ବାଇବେଲ5 ସେଠାରେ ସେମାନେ ମହାଭୟଗ୍ରସ୍ତ ହୋଇଥିଲେ; କାରଣ ପରମେଶ୍ୱର ଧାର୍ମିକ-ବଂଶ ମଧ୍ୟରେ ଅଛନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେଠାରେ ସେମାନେ ମହାଭୟଗ୍ରସ୍ତ ହୋଇଥିଲେ; କାରଣ ପରମେଶ୍ୱର ଧାର୍ମିକ-ବଂଶ ମଧ୍ୟରେ ଅଛନ୍ତି। See the chapter |