Online Bible

- Advertisements -




ଗୀତସଂହିତା 140:5 - ପବିତ୍ର ବାଇବଲ

5 ସେହି ଗର୍ବୀ ଲୋକମାନେ ମୋ’ ପାଇଁ ଫାନ୍ଦ ବିଛାଇଛନ୍ତି। ସେମାନେ ମୋତେ ଧରିବା ପାଇଁ ଜାଲ ବିଛାଇଛନ୍ତି। ସେମାନେ ମୋ’ ପଥରେ ଯନ୍ତା ବିଛାଇଛନ୍ତି। ସେଲା

See the chapter Copy

ପବିତ୍ର ବାଇବଲ (Re-edited) - (BSI)

5 ଅହଙ୍କାରୀମାନେ ଗୋପନରେ ମୋʼ ପାଇଁ ଫାନ୍ଦ ଓ ଦଉଡ଼ି ପାତିଅଛନ୍ତି। ସେମାନେ ପଥ ପାର୍ଶ୍ଵରେ ଜାଲ ପ୍ରସାରି ଅଛନ୍ତି; ସେମାନେ ମୋʼ ପାଇଁ ଯନ୍ତା ବସାଇ ଅଛନ୍ତି। [ସେଲା

See the chapter Copy

ଓଡିଆ ବାଇବେଲ

5 ଅହଙ୍କାରୀମାନେ ଗୋପନରେ ମୋ’ ପାଇଁ ଫାନ୍ଦ ଓ ଦଉଡ଼ି ପାତିଅଛନ୍ତି। ସେମାନେ ପଥ ପାର୍ଶ୍ୱରେ ଜାଲ ପ୍ରସାରି ଅଛନ୍ତି; ସେମାନେ ମୋ’ ପାଇଁ ଯନ୍ତା ବସାଇ ଅଛନ୍ତି। [ସେଲା]

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଅହଙ୍କାରୀମାନେ ଗୋପନରେ ମୋʼ ପାଇଁ ଫାନ୍ଦ ଓ ଦଉଡ଼ି ପାତିଅଛନ୍ତି। ସେମାନେ ପଥ ପାର୍ଶ୍ୱରେ ଜାଲ ପ୍ରସାରି ଅଛନ୍ତି; ସେମାନେ ମୋʼ ପାଇଁ ଯନ୍ତା ବସାଇ ଅଛନ୍ତି। [ସେଲା]

See the chapter Copy




ଗୀତସଂହିତା 140:5

Follow us:

Advertisements


Advertisements