Online Bible

- Advertisements -




ଗୀତସଂହିତା 140:8 - ପବିତ୍ର ବାଇବଲ

8 ହେ ସଦାପ୍ରଭୁ, ସେହି ଲୋକମାନେ ଦୁଷ୍ଟ ପ୍ରକୃତିର। ସେମାନଙ୍କର ଇଚ୍ଛା ପୂର୍ଣ୍ଣ ହେବାକୁ ଦିଅ ନାହିଁ। ସେମାନଙ୍କର ଯୋଜନାକୁ ସଫଳ ହେବାକୁ ଦିଅ ନାହିଁ। ସେଲା

See the chapter Copy

ପବିତ୍ର ବାଇବଲ (Re-edited) - (BSI)

8 ହେ ସଦାପ୍ରଭୋ, ଦୁଷ୍ଟର ବାଞ୍ଛା ପ୍ରଦାନ କର ନାହିଁ; ତାହାର କୁକଳ୍ପନା ସିଦ୍ଧ କର ନାହିଁ; କେଜାଣି ସେମାନେ ଆପଣାମାନଙ୍କୁ ଗର୍ବିତ କରିବେ। [ସେଲା

See the chapter Copy

ଓଡିଆ ବାଇବେଲ

8 ହେ ସଦାପ୍ରଭୁ, ଦୁଷ୍ଟର ବାଞ୍ଛା ପ୍ରଦାନ କର ନାହିଁ; ତାହାର କୁକଳ୍ପନା ସିଦ୍ଧ କର ନାହିଁ; କେଜାଣି ସେମାନେ ଆପଣାମାନଙ୍କୁ ଗର୍ବିତ କରିବେ। [ସେଲା]

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ହେ ସଦାପ୍ରଭୋ, ଦୁଷ୍ଟର ବାଞ୍ଛା ପ୍ରଦାନ କର ନାହିଁ; ତାହାର କୁକଳ୍ପନା ସିଦ୍ଧ କର ନାହିଁ; କେଜାଣି ସେମାନେ ଆପଣାମାନଙ୍କୁ ଗର୍ବିତ କରିବେ। [ସେଲା]

See the chapter Copy




ଗୀତସଂହିତା 140:8

Follow us:

Advertisements


Advertisements