ଗୀତସଂହିତା 140:9 - ପବିତ୍ର ବାଇବଲ9 ହେ ସଦାପ୍ରଭୁ, ମୋର ଶତ୍ରୁମାନଙ୍କୁ ବିଜୟ କରାଅ ନାହିଁ। ସେହି ଦୁଷ୍ଟ ଲୋକମାନଙ୍କର ଯୋଜନା ମନ୍ଦ ଅଟେ। ସେମାନଙ୍କ ମନ୍ଦ ଯୋଜନା ତୁମ୍ଭେ ସେହିଠାରେ ଶେଷ କର। See the chapterପବିତ୍ର ବାଇବଲ (Re-edited) - (BSI)9 ଯେଉଁମାନେ ମୋତେ ଘେରିଅଛନ୍ତି, ସେମାନଙ୍କ ନିଜ ଓଷ୍ଠାଧରର ଦୌରାତ୍ମ୍ୟ ସେମାନଙ୍କ ମସ୍ତକକୁ ଆଚ୍ଛାଦନ କରୁ। See the chapterଓଡିଆ ବାଇବେଲ9 ଯେଉଁମାନେ ମୋତେ ଘେରିଅଛନ୍ତି, ସେମାନଙ୍କ ନିଜ ଓଷ୍ଠାଧରର ଦୌରାତ୍ମ୍ୟ ସେମାନଙ୍କ ମସ୍ତକ ଉପରେ ବର୍ତ୍ତୁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଯେଉଁମାନେ ମୋତେ ଘେରିଅଛନ୍ତି, ସେମାନଙ୍କ ନିଜ ଓଷ୍ଠାଧରର ଦୌରାତ୍ମ୍ୟ ସେମାନଙ୍କ ମସ୍ତକ ଉପରେ ବର୍ତ୍ତୁ। See the chapter |