ଗୀତସଂହିତା 141:6 - ପବିତ୍ର ବାଇବଲ6 ସେମାନଙ୍କର ନ୍ୟାୟଧୀଶମାନଙ୍କୁ ପର୍ବତର ଶୀର୍ଷରୁ ଫିଙ୍ଗା ଯାଉ। ତେବେ ଲୋକମାନେ ଜାଣିବେ ଯେ, ମୁଁ ସତ୍ୟ କହିଅଛି। See the chapterପବିତ୍ର ବାଇବଲ (Re-edited) - (BSI)6 ସେମାନଙ୍କ ବିଚାରକର୍ତ୍ତାମାନେ ଶୈଳ ପାର୍ଶ୍ଵରେ ନିକ୍ଷିପ୍ତ ହୋଇଅଛନ୍ତି; ମୋହର ବାକ୍ୟ ମଧୁର, ଏଣୁ ସେମାନେ ତାହା ଶୁଣିବେ। See the chapterଓଡିଆ ବାଇବେଲ6 ସେମାନଙ୍କ ବିଚାରକର୍ତ୍ତାମାନେ ଶୈଳ ପାର୍ଶ୍ୱରେ ନିକ୍ଷିପ୍ତ ହୋଇଅଛନ୍ତି; ମୋହର ବାକ୍ୟ ମଧୁର, ଏଣୁ ସେମାନେ ତାହା ଶୁଣିବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେମାନଙ୍କ ବିଚାରକର୍ତ୍ତାମାନେ ଶୈଳ ପାର୍ଶ୍ୱରେ ନିକ୍ଷିପ୍ତ ହୋଇଅଛନ୍ତି; ମୋହର ବାକ୍ୟ ମଧୁର, ଏଣୁ ସେମାନେ ତାହା ଶୁଣିବେ। See the chapter |