Online Bible

- Advertisements -




ଗୀତସଂହିତା 143:7 - ପବିତ୍ର ବାଇବଲ

7 ହେ ସଦାପ୍ରଭୁ, ଶୀଘ୍ର ମୋତେ ଉତ୍ତର ଦିଅ। ମୁଁ ମୋର ସାହସ ହରାଇଛି। ମୋ'ଠାରୁ ଦୂରେଇ ଯାଅ ନାହିଁ। ମୋତେ ମରିବାକୁ ଦିଅ ନାହିଁ, ନ ହେଲେ କବରରେ ଥିବା ମୃତ ତୁଲ୍ୟ ହେବି।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

7 ହେ ସଦାପ୍ରଭୋ, ମୋତେ ଉତ୍ତର ଦେବାକୁ ସତ୍ଵର ହୁଅ; ମୋହର ଆତ୍ମା କ୍ଷୀଣ ହେଉଅଛି; ମୋʼଠାରୁ ଆପଣା ମୁଖ ଲୁଚାଅ ନାହିଁ; କେଜାଣି ମୁଁ ଗର୍ତ୍ତଗାମୀମାନଙ୍କ ତୁଲ୍ୟ ହେବି।

See the chapter Copy

ଓଡିଆ ବାଇବେଲ

7 ହେ ସଦାପ୍ରଭୁ, ମୋତେ ଉତ୍ତର ଦେବାକୁ ସତ୍ୱର ହୁଅ; ମୋହର ଆତ୍ମା କ୍ଷୀଣ ହେଉଅଛି; ମୋ’ଠାରୁ ଆପଣା ମୁଖ ଲୁଚାଅ ନାହିଁ; କେଜାଣି ମୁଁ ଗର୍ତ୍ତଗାମୀମାନଙ୍କ ତୁଲ୍ୟ ହେବି।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ହେ ସଦାପ୍ରଭୋ, ମୋତେ ଉତ୍ତର ଦେବାକୁ ସତ୍ୱର ହୁଅ; ମୋହର ଆତ୍ମା କ୍ଷୀଣ ହେଉଅଛି; ମୋʼ ଠାରୁ ଆପଣା ମୁଖ ଲୁଚାଅ ନାହିଁ; କେଜାଣି ମୁଁ ଗର୍ତ୍ତଗାମୀମାନଙ୍କ ତୁଲ୍ୟ ହେବି।

See the chapter Copy




ଗୀତସଂହିତା 143:7

Follow us:

Advertisements


Advertisements