Online Bible

- Advertisements -




ଗୀତସଂହିତା 144:5 - ପବିତ୍ର ବାଇବଲ

5 ହେ ସଦାପ୍ରଭୁ, ଆପଣା ଗଗନ ମଣ୍ଡଳକୁ ଚିରି ତଳକୁ ଆସ। ପର୍ବତଗଣକୁ ସ୍ପର୍ଶ କର ଯେଉଁଥିରେ ସେମାନେ ଧୂମ ନିର୍ଗତ କରିବେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

5 ହେ ସଦାପ୍ରଭୋ, ଆପଣା ଗଗନମଣ୍ତଳ ନୁଆଁଇ ତଳକୁ ଆସ; ପର୍ବତଗଣକୁ ସ୍ପର୍ଶ କର, ତହିଁରେ ସେମାନେ ଧୂମ ନିର୍ଗତ କରିବେ।

See the chapter Copy

ଓଡିଆ ବାଇବେଲ

5 ହେ ସଦାପ୍ରଭୁ, ଆପଣା ଗଗନମଣ୍ଡଳ ନୁଆଁଇ ତଳକୁ ଆସ; ପର୍ବତଗଣକୁ ସ୍ପର୍ଶ କର, ତହିଁରେ ସେମାନେ ଧୂମ ନିର୍ଗତ କରିବେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ହେ ସଦାପ୍ରଭୋ, ଆପଣା ଗଗନମଣ୍ଡଳ ନୁଆଁଇ ତଳକୁ ଆସ; ପର୍ବତଗଣକୁ ସ୍ପର୍ଶ କର, ତହିଁରେ ସେମାନେ ଧୂମ ନିର୍ଗତ କରିବେ।

See the chapter Copy




ଗୀତସଂହିତା 144:5

Follow us:

Advertisements


Advertisements