ଗୀତସଂହିତା 144:9 - ପବିତ୍ର ବାଇବଲ9 ହେ ସଦାପ୍ରଭୁ, ତୁମ୍ଭ ବିଷୟରେ ମୁଁ ନୂତନ ଗୀତ ଗାନ କରିବି। ଦଶତାର ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ମୁଁ ପ୍ରଶଂସା ଗାନ କରିବି। See the chapterପବିତ୍ର ବାଇବଲ (Re-edited) - (BSI)9 ହେ ପରମେଶ୍ଵର, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କରିବି; ଦଶତାର-ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ମୁଁ ପ୍ରଶଂସା ଗାନ କରିବି। See the chapterଓଡିଆ ବାଇବେଲ9 ହେ ପରମେଶ୍ୱର, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କରିବି; ଦଶତାର-ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ମୁଁ ପ୍ରଶଂସା ଗାନ କରିବି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ହେ ପରମେଶ୍ୱର, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କରିବି; ଦଶତାର-ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ମୁଁ ପ୍ରଶଂସା ଗାନ କରିବି। See the chapter |