ଗୀତସଂହିତା 146:3 - ପବିତ୍ର ବାଇବଲ3 ସାହାଯ୍ୟ ପାଇଁ ଅଧିପତିମାନଙ୍କ ଉପରେ ନିର୍ଭର ରଖ ନାହିଁ। ଲୋକମାନଙ୍କ ପ୍ରତି ଭରସା କର ନାହିଁ। କାରଣ ଲୋକମାନେ ତୁମ୍ଭକୁ ରକ୍ଷା କରି ପାରିବେ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)3 ତୁମ୍ଭେମାନେ ଅଧିପତିମାନଙ୍କ ଉପରେ, କିଅବା ଯାହାଠାରେ କୌଣସି ସାହାଯ୍ୟ ନାହିଁ, ଏପରି ମନୁଷ୍ୟ-ସନ୍ତାନ ଉପରେ ନିର୍ଭର କର ନାହିଁ। See the chapterଓଡିଆ ବାଇବେଲ3 ତୁମ୍ଭେମାନେ ଅଧିପତିମାନଙ୍କ ଉପରେ, କିଅବା ଯାହାଠାରେ କୌଣସି ସାହାଯ୍ୟ ନାହିଁ, ଏପରି ମନୁଷ୍ୟ ସନ୍ତାନ ଉପରେ ନିର୍ଭର କର ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତୁମ୍ଭେମାନେ ଅଧିପତିମାନଙ୍କ ଉପରେ, କିଅବା ଯାହାଠାରେ କୌଣସି ସାହାଯ୍ୟ ନାହିଁ, ଏପରି ମନୁଷ୍ୟ-ସନ୍ତାନ ଉପରେ ନିର୍ଭର କର ନାହିଁ। See the chapter |