Online Bible

- Advertisements -




ଗୀତସଂହିତା 147:15 - ପବିତ୍ର ବାଇବଲ

15 ପରମେଶ୍ୱର ପୃଥିବୀକୁ ଆପଣା ଆଦେଶ ଦିଅନ୍ତି। ତାଙ୍କର ବାକ୍ୟସବୁ ଅତିଶୀଘ୍ର ପାଳନ କରାଯାଏ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

15 ସେ ପୃଥିବୀରେ ଆପଣା ଆଜ୍ଞା ପ୍ରେରଣ କରନ୍ତି; ତାହାଙ୍କ ବାକ୍ୟ ଅତି ଶୀଘ୍ର ଦୌଡ଼ଇ।

See the chapter Copy

ଓଡିଆ ବାଇବେଲ

15 ସେ ପୃଥିବୀରେ ଆପଣା ଆଜ୍ଞା ପ୍ରେରଣ କରନ୍ତି; ତାହାଙ୍କ ବାକ୍ୟ ଅତି ଶୀଘ୍ର ଦୌଡ଼ଇ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସେ ପୃଥିବୀରେ ଆପଣା ଆଜ୍ଞା ପ୍ରେରଣ କରନ୍ତି; ତାହାଙ୍କ ବାକ୍ୟ ଅତି ଶୀଘ୍ର ଦୌଡ଼ଇ।

See the chapter Copy




ଗୀତସଂହିତା 147:15

Follow us:

Advertisements


Advertisements