ଗୀତସଂହିତା 147:4 - ପବିତ୍ର ବାଇବଲ4 ସେ ତାରାଗଣଙ୍କୁ ଗଣନା କରନ୍ତି। ସେ ପ୍ରତ୍ୟେକଙ୍କର ଗୋଟି ଗୋଟି କରି ନାମ ଧରି ଡାକନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)4 ସେ ତାରାଗଣର ସଂଖ୍ୟା କରନ୍ତି; ସେ ସମସ୍ତଙ୍କୁ ସେମାନଙ୍କ ନାମ ଦିଅନ୍ତି। See the chapterଓଡିଆ ବାଇବେଲ4 ସେ ତାରାଗଣର ସଂଖ୍ୟା କରନ୍ତି; ସେ ସମସ୍ତଙ୍କୁ ସେମାନଙ୍କ ନାମ ଦିଅନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେ ତାରାଗଣର ସଂଖ୍ୟା କରନ୍ତି; ସେ ସମସ୍ତଙ୍କୁ ସେମାନଙ୍କ ନାମ ଦିଅନ୍ତି। See the chapter |