ଗୀତସଂହିତା 147:7 - ପବିତ୍ର ବାଇବଲ7 ସଦାପ୍ରଭୁଙ୍କୁ ଗୀତରେ ଧନ୍ୟବାଦ ଦିଅ। ବୀଣାଯନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଶଂସା କର। See the chapterପବିତ୍ର ବାଇବଲ (Re-edited) - (BSI)7 ଧନ୍ୟବାଦ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ବୀଣା ଯନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ଵରଙ୍କର ପ୍ରଶଂସା ଗାନ କର; See the chapterଓଡିଆ ବାଇବେଲ7 ଧନ୍ୟବାଦ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ବୀଣା ଯନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରଶଂସା ଗାନ କର; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଧନ୍ୟବାଦ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; ବୀଣା ଯନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରଶଂସା ଗାନ କର; See the chapter |