Online Bible

- Advertisements -




ଗୀତସଂହିତା 147:8 - ପବିତ୍ର ବାଇବଲ

8 ପରମେଶ୍ୱର ଆକାଶକୁ ମୋଟା ମେଘମାଳାରେ ଆଚ୍ଛନ୍ନ କରନ୍ତି। ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି। ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

8 ସେ ଆକାଶକୁ ମେଘମାଳାରେ ଆଚ୍ଛନ୍ନ କରନ୍ତି, ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି, ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି।

See the chapter Copy

ଓଡିଆ ବାଇବେଲ

8 ସେ ଆକାଶକୁ ମେଘମାଳାରେ ଆଚ୍ଛନ୍ନ କରନ୍ତି, ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି, ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେ ଆକାଶକୁ ମେଘମାଳାରେ ଆଚ୍ଛନ୍ନ କରନ୍ତି, ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି, ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି।

See the chapter Copy




ଗୀତସଂହିତା 147:8

Follow us:

Advertisements


Advertisements