ଗୀତସଂହିତା 148:6 - ପବିତ୍ର ବାଇବଲ6 ସେ ଏହିସବୁ ଜିନିଷକୁ ଚିରଦିନ ପାଇଁ ସ୍ଥାପନ କଲେ, ଏହିପରି ଗୋଟିଏ ବ୍ୟବସ୍ଥା ଦେଲେ ଯାହା କେବେହେଲେ ପରିବର୍ତ୍ତନ ହେବ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)6 ଆହୁରି, ସେ ସଦାକାଳ ପାଇଁ ଏମାନଙ୍କୁ ସ୍ଥାପନ କରିଅଛନ୍ତି; ସେ ନିୟମ କରିଅଛନ୍ତି, ତାହା ଲୁପ୍ତ ହେବ ନାହିଁ। See the chapterଓଡିଆ ବାଇବେଲ6 ଆହୁରି, ସେ ସଦାକାଳ ପାଇଁ ଏମାନଙ୍କୁ ସ୍ଥାପନ କରିଅଛନ୍ତି; ସେ ନିୟମ କରିଅଛନ୍ତି, ତାହା ଲୁପ୍ତ ହେବ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆହୁରି, ସେ ସଦାକାଳ ପାଇଁ ଏମାନଙ୍କୁ ସ୍ଥାପନ କରିଅଛନ୍ତି; ସେ ନିୟମ କରିଅଛନ୍ତି, ତାହା ଲୁପ୍ତ ହେବ ନାହିଁ। See the chapter |