ଗୀତସଂହିତା 15:5 - ପବିତ୍ର ବାଇବଲ5 ଯଦି ଜଣେ ବ୍ୟକ୍ତି କିଛି ଧନ କରଜ ଦିଏ ଓ ସେ ସେହି ଜନଠାରୁ କୌଣସି ସୁଧ ଆଦାୟ କରେ ନାହିଁ କିଅବା ସେହି ବ୍ୟକ୍ତି ନିରୀହ ଲୋକମାନଙ୍କୁ ଆଘାତ କରି ମୁଦ୍ରା ନିଏ ନାହିଁ। ଏହିପରି ଯେଉଁ ବ୍ୟକ୍ତି କରେ, ତେବେ ସେହି ଧାର୍ମିକ ସର୍ବଦା ପରମେଶ୍ୱରଙ୍କ ନିକଟରେ ଅବସ୍ଥାନ କରିବ। See the chapterପବିତ୍ର ବାଇବଲ (Re-edited) - (BSI)5 ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ, କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ। ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚାଯିବ ନାହିଁ। See the chapterଓଡିଆ ବାଇବେଲ5 ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ, କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ। ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚାଯିବ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ, କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ। ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚା ଯିବ ନାହିଁ। See the chapter |