ଗୀତସଂହିତା 16:6 - ପବିତ୍ର ବାଇବଲ6 ମୋର ପ୍ରାପ୍ୟ ଅତି ଆଶ୍ଚର୍ଯ୍ୟଜନକ, ମୋର ଅଧିକାର ମଧ୍ୟ ଅତି ସୁନ୍ଦର। See the chapterପବିତ୍ର ବାଇବଲ (Re-edited) - (BSI)6 ମୋʼ ପାଇଁ ମାପିବା ଦଉଡ଼ି ମନୋହର ସ୍ଥାନରେ ପଡ଼ିଅଛି; ହଁ, ମୁଁ ଉତ୍ତମ ଅଧିକାର ପାଇଅଛି। See the chapterଓଡିଆ ବାଇବେଲ6 ମୋ’ ପାଇଁ ମାପିବା ଦଉଡ଼ି ମନୋହର ସ୍ଥାନରେ ପଡ଼ିଅଛି; ହଁ, ମୁଁ ଉତ୍ତମ ଅଧିକାର ପାଇଅଛି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ମୋʼ ପାଇଁ ମାପିବା ଦଉଡ଼ି ମନୋହର ସ୍ଥାନରେ ପଡ଼ିଅଛି; ହଁ, ମୁଁ ଉତ୍ତମ ଅଧିକାର ପାଇଅଛି। See the chapter |