ଗୀତସଂହିତା 17:3 - ପବିତ୍ର ବାଇବଲ3 ତୁମ୍ଭେ ମୋର ହୃଦୟର ଅନ୍ତଃସ୍ଥଳକୁ ଭଲ ଭାବରେ ଜାଣ। ତୁମ୍ଭେ ସାରାରାତ୍ରି ମୋ’ ସହିତ ଥିଲ। ତୁମ୍ଭେ ମୋତେ ପ୍ରଶ୍ନ କରିଛ ଏବଂ ମୋ'ଠାରେ କିଛି ଭୁଲ ଦେଖି ନାହଁ। ମୁଁ କିଛି ମନ୍ଦ ଯୋଜନା କରେ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)3 ତୁମ୍ଭେ ମୋହର ଅନ୍ତଃକରଣ ପରୀକ୍ଷା କରିଅଛ; ତୁମ୍ଭେ ରାତ୍ରିକାଳରେ ମୋର ତତ୍ତ୍ଵାନୁସନ୍ଧାନ କରିଅଛ; ତୁମ୍ଭେ ମୋତେ ପରଖ କରି କିଛି ପାଇ ନାହଁନ୍ତ ମୋହର ମୁଖ ଅପରାଧ ନ କରିବ ବୋଲି ମୁଁ ସ୍ଥିର କରିଅଛି। See the chapterଓଡିଆ ବାଇବେଲ3 ତୁମ୍ଭେ ମୋହର ଅନ୍ତଃକରଣ ପରୀକ୍ଷା କରିଅଛ; ତୁମ୍ଭେ ରାତ୍ରିକାଳରେ ମୋର ତତ୍ତ୍ୱାନୁସନ୍ଧାନ କରିଅଛ; ତୁମ୍ଭେ ମୋତେ ପରଖ କରି କିଛି ପାଇ ନାହଁ; ମୋହର ମୁଖ ଅପରାଧ ନ କରିବ ବୋଲି ମୁଁ ସ୍ଥିର କରିଅଛି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତୁମ୍ଭେ ମୋହର ଅନ୍ତଃକରଣ ପରୀକ୍ଷା କରିଅଛ; ତୁମ୍ଭେ ରାତ୍ରିକାଳରେ ମୋର ତତ୍ତ୍ୱାନୁସନ୍ଧାନ କରିଅଛ; ତୁମ୍ଭେ ମୋତେ ପରଖ କରି କିଛି ପାଇ ନାହଁ; ମୋହର ମୁଖ ଅପରାଧ ନ କରିବ ବୋଲି ମୁଁ ସ୍ଥିର କରିଅଛି। See the chapter |