ଗୀତସଂହିତା 18:1 - ପବିତ୍ର ବାଇବଲ1 ସେ କହିଲେ, “ହେ ସଦାପ୍ରଭୁ, ତୁମ୍ଭେ ହିଁ ମୋର ଶକ୍ତିସ୍ୱରୂପ, ମୁଁ ତୁମ୍ଭକୁ ଭଲ ପାଏ।” See the chapterପବିତ୍ର ବାଇବଲ (Re-edited) - (BSI)1 ହେ ମୋହର ବଳ ସ୍ଵରୂପ ସଦାପ୍ରଭୋ, ମୁଁ ତୁମ୍ଭଙ୍କୁ ପ୍ରେମ କରୁଥାଏ। See the chapterଓଡିଆ ବାଇବେଲ1 ହେ ମୋହର ବଳ ସ୍ୱରୂପ ସଦାପ୍ରଭୁ, ମୁଁ ତୁମ୍ଭଙ୍କୁ ପ୍ରେମ କରେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ମୋହର ବଳ ସ୍ୱରୂପ ସଦାପ୍ରଭୋ, ମୁଁ ତୁମ୍ଭଙ୍କୁ ପ୍ରେମ କରେ। See the chapter |