Online Bible

- Advertisements -




ଗୀତସଂହିତା 18:18 - ପବିତ୍ର ବାଇବଲ

18 ମୁଁ ବିପଦରେ ପଡ଼ିଥିଲି ମୋର ଶତ୍ରୁମାନେ ମୋତେ ଆକ୍ରମଣ କରୁଥିଲେ, କିନ୍ତୁ ସଦାପ୍ରଭୁ ମୋତେ ରକ୍ଷା କରିବାକୁ ସେଠାରେ ଉପସ୍ଥିତ ହେଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

18 ସେମାନେ ମୋହର ବିପଦ ଦିନରେ ମୋତେ ଆକ୍ରମଣ କଲେ; ମାତ୍ର ସଦାପ୍ରଭୁ ମୋହର ଅବଲମ୍ଵନ ହେଲେ।

See the chapter Copy

ଓଡିଆ ବାଇବେଲ

18 ସେମାନେ ମୋହର ବିପଦ ଦିନରେ ମୋତେ ଆକ୍ରମଣ କଲେ; ମାତ୍ର ସଦାପ୍ରଭୁ ମୋତେ ଉଦ୍ଧାର କଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେମାନେ ମୋହର ବିପଦ ଦିନରେ ମୋତେ ଆକ୍ରମଣ କଲେ; ମାତ୍ର ସଦାପ୍ରଭୁ ମୋତେ ଉଦ୍ଧାର କଲେ।

See the chapter Copy




ଗୀତସଂହିତା 18:18

Follow us:

Advertisements


Advertisements