Online Bible

- Advertisements -




ଗୀତସଂହିତା 18:27 - ପବିତ୍ର ବାଇବଲ

27 ହେ ସଦାପ୍ରଭୁ, ତୁମ୍ଭେ ଦୁଃଖୀ ଲୋକମାନଙ୍କୁ ସାହାଯ୍ୟ କର। କିନ୍ତୁ ଅହଂକାରୀର ଗର୍ବ ଓ ଦର୍ପକୁ ଚୂର୍ଣ୍ଣ କର।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

27 କାରଣ ତୁମ୍ଭେ ଦୁଃଖୀଲୋକମାନଙ୍କୁ ତ୍ରାଣ କରିବ; ମାତ୍ର ଦାମ୍ଭିକ ଚକ୍ଷୁକୁ ତୁମ୍ଭେ ନତ କରିବ।

See the chapter Copy

ଓଡିଆ ବାଇବେଲ

27 କାରଣ ତୁମ୍ଭେ ଦୁଃଖୀଲୋକମାନଙ୍କୁ ତ୍ରାଣ କରିବ; ମାତ୍ର ଦାମ୍ଭିକ ଚକ୍ଷୁକୁ ତୁମ୍ଭେ ନତ କରିବ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 କାରଣ ତୁମ୍ଭେ ଦୁଃଖୀ ଲୋକମାନଙ୍କୁ ତ୍ରାଣ କରିବ; ମାତ୍ର ଦାମ୍ଭିକ ଚକ୍ଷୁକୁ ତୁମ୍ଭେ ନତ କରିବ।

See the chapter Copy




ଗୀତସଂହିତା 18:27

Follow us:

Advertisements


Advertisements