ଗୀତସଂହିତା 18:29 - ପବିତ୍ର ବାଇବଲ29 ହେ ସଦାପ୍ରଭୁ, ତୁମ୍ଭର ସାହାଯ୍ୟରେ ମୁଁ ସୈନ୍ୟମାନଙ୍କ ସହିତ ଲଢ଼ିପାରେ। ପରମେଶ୍ୱରଙ୍କ ସାହାଯ୍ୟରେ ମୁଁ ଶତ୍ରୁର ପ୍ରାଚୀରକୁ ଚଢ଼ିଯାଇପାରେ। See the chapterପବିତ୍ର ବାଇବଲ (Re-edited) - (BSI)29 କାରଣ ତୁମ୍ଭ ଦ୍ଵାରା ମୁଁ ସୈନ୍ୟଦଳ ଉପରେ ଦୌଡ଼େ ଓ ମୋʼ ପରମେଶ୍ଵରଙ୍କ ଦ୍ଵାରା ମୁଁ ପ୍ରାଚୀର ଡିଏଁ। See the chapterଓଡିଆ ବାଇବେଲ29 କାରଣ ତୁମ୍ଭ ଦ୍ୱାରା ମୁଁ ସୈନ୍ୟଦଳ ଉପରେ ଦୌଡ଼େ ଓ ମୋ’ ପରମେଶ୍ୱରଙ୍କ ଦ୍ୱାରା ମୁଁ ପ୍ରାଚୀର ଡିଏଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 କାରଣ ତୁମ୍ଭ ଦ୍ୱାରା ମୁଁ ସୈନ୍ୟଦଳ ଉପରେ ଦୌଡ଼େ ଓ ମୋʼ ପରମେଶ୍ୱରଙ୍କ ଦ୍ୱାରା ମୁଁ ପ୍ରାଚୀର ଡିଏଁ। See the chapter |