ଗୀତସଂହିତା 18:34 - ପବିତ୍ର ବାଇବଲ34 ପରମେଶ୍ୱର ମୋତେ ଯୁଦ୍ଧ କରିବା ପାଇଁ ଶିକ୍ଷା ଦିଅନ୍ତି। ସେଥିପାଇଁ ମୋର ବାହୁଗୁଡ଼ିକ ଶକ୍ତ ଧନୁକୁ ବଙ୍କେଇବା ପାଇଁ ଯଥେଷ୍ଟ ବଳିଷ୍ଠ। See the chapterପବିତ୍ର ବାଇବଲ (Re-edited) - (BSI)34 ସେ ମୋʼ ହସ୍ତକୁ ଯୁଦ୍ଧ କରିବା ପାଇଁ ଶିଖାନ୍ତି; ତେଣୁ ମୋʼ ବାହୁ ପିତ୍ତଳ ଧନୁ ନୁଆଁଏ। See the chapterଓଡିଆ ବାଇବେଲ34 ସେ ମୋ’ ହସ୍ତକୁ ଯୁଦ୍ଧ କରିବା ପାଇଁ ଶିଖାନ୍ତି; ତେଣୁ ମୋ’ ବାହୁ ପିତ୍ତଳ ଧନୁ ନୁଆଁଏ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ସେ ମୋʼ ହସ୍ତକୁ ଯୁଦ୍ଧ କରିବା ପାଇଁ ଶିଖାନ୍ତି; ତେଣୁ ମୋʼ ବାହୁ ପିତ୍ତଳ ଧନୁ ନୁଆଁଏ। See the chapter |