ଗୀତସଂହିତା 18:42 - ପବିତ୍ର ବାଇବଲ42 ମୁଁ ମୋର ଶତ୍ରୁମାନଙ୍କୁ ପରାସ୍ତ କରିଛି। ସେମାନେ ଧୂଳି ସଦୃଶ ପବନରେ ଉଡ଼ିଯାଇଛନ୍ତି। ମୁଁ ସେମାନଙ୍କୁ ଛୋଟ ଛୋଟ ଖଣ୍ଡ କରି ପେଶି ଦେଇଛି। See the chapterପବିତ୍ର ବାଇବଲ (Re-edited) - (BSI)42 ସେତେବେଳେ ମୁଁ ବାୟୁ ସମ୍ମୁଖସ୍ଥ ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି; ମୁଁ ସେମାନଙ୍କୁ ବାଟର କାଦୁଅ ପରି ପକାଇଦେଲି। See the chapterଓଡିଆ ବାଇବେଲ42 ସେତେବେଳେ ମୁଁ ବାୟୁ ସମ୍ମୁଖସ୍ଥ ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି; ମୁଁ ସେମାନଙ୍କୁ ବାଟର କାଦୁଅ ପରି ପକାଇଦେଲି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 ସେତେବେଳେ ମୁଁ ବାୟୁ ସମ୍ମୁଖସ୍ଥ ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି; ମୁଁ ସେମାନଙ୍କୁ ବାଟର କାଦୁଅ ପରି ପକାଇଦେଲି। See the chapter |