ଗୀତସଂହିତା 18:43 - ପବିତ୍ର ବାଇବଲ43 ଯେଉଁମାନେ ମୋ’ ବିରୁଦ୍ଧରେ ଲାଗିଛନ୍ତି, ସେମାନଙ୍କଠାରୁ ମୋତେ ରକ୍ଷା କର। ମୋତେ ସେହିସବୁ ରାଜ୍ୟର ନେତା କର। ଯେଉଁ ଲୋକମାନଙ୍କୁ ମୁଁ ଜାଣି ନାହିଁ, ସେମାନେ ମୋର ସେବା କରିବେ। See the chapterପବିତ୍ର ବାଇବଲ (Re-edited) - (BSI)43 ତୁମ୍ଭେ ଲୋକମାନଙ୍କ ବିବାଦରୁ ମୋତେ ଉଦ୍ଧାର କରିଅଛ; ତୁମ୍ଭେ ମୋତେ ଗୋଷ୍ଠୀସମୂହର ମସ୍ତକ ସ୍ଵରୂପ କରିଅଛ; ମୋହର ଅପରିଚିତ ଗୋଷ୍ଠୀ ମୋହର ସେବା କରିବେ। See the chapterଓଡିଆ ବାଇବେଲ43 ତୁମ୍ଭେ ଲୋକମାନଙ୍କ ବିବାଦରୁ ମୋତେ ଉଦ୍ଧାର କରିଅଛ; ତୁମ୍ଭେ ମୋତେ ଗୋଷ୍ଠୀସମୂହର ମସ୍ତକ ସ୍ୱରୂପ କରିଅଛ; ମୋହର ଅପରିଚିତ ଗୋଷ୍ଠୀ ମୋହର ସେବା କରିବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ତୁମ୍ଭେ ଲୋକମାନଙ୍କ ବିବାଦରୁ ମୋତେ ଉଦ୍ଧାର କରିଅଛ; ତୁମ୍ଭେ ମୋତେ ଗୋଷ୍ଠୀସମୂହର ମସ୍ତକ ସ୍ୱରୂପ କରିଅଛ; ମୋହର ଅପରିଚିତ ଗୋଷ୍ଠୀ ମୋହର ସେବା କରିବେ। See the chapter |