ଗୀତସଂହିତା 18:44 - ପବିତ୍ର ବାଇବଲ44 ସେହି ଲୋକମାନେ ମୋ’ କଥା ଶୁଣିବେ ଓ ଖୁବ୍ ଶୀଘ୍ର ମୋତେ ମାନିବେ। ସେହି ବିଦେଶୀମାନେ ମୋତେ ଦେଖି ଭୟଭୀତ ହେବେ। See the chapterପବିତ୍ର ବାଇବଲ (Re-edited) - (BSI)44 ସେମାନେ ମୋର ବିଷୟ ଶୁଣିବାମାତ୍ରେ ମୋହର ଆଜ୍ଞାବହ ହେବେ; ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କରିବେ। See the chapterଓଡିଆ ବାଇବେଲ44 ସେମାନେ ମୋର ବିଷୟ ଶୁଣିବା ମାତ୍ରେ ମୋହର ଆଜ୍ଞାବହ ହେବେ; ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କରିବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ସେମାନେ ମୋର ବିଷୟ ଶୁଣିବାମାତ୍ରେ ମୋହର ଆଜ୍ଞାବହ ହେବେ; ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କରିବେ। See the chapter |