Online Bible

- Advertisements -




ଗୀତସଂହିତା 18:45 - ପବିତ୍ର ବାଇବଲ

45 ସେମାନେ ଭୟରେ ଦୁର୍ବଳ ହୋଇଯିବେ। ସେମାନେ ଲୁଚିଥିବା ଗୁପ୍ତ ସ୍ଥାନମାନଙ୍କରୁ ଭୟରେ ଥରହର ହୋଇ ବାହାରି ଆସିବେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

45 ବିଦେଶୀମାନେ ମ୍ଳାନ ହୋଇଯିବେ ଓ ଆପଣାମାନଙ୍କ ଗୁପ୍ତସ୍ଥାନରୁ ଥରହର ହୋଇ ବାହାରି ଆସିବେ।

See the chapter Copy

ଓଡିଆ ବାଇବେଲ

45 ବିଦେଶୀୟମାନେ ମ୍ଳାନ ହୋଇଯିବେ ଓ ଆପଣାମାନଙ୍କ ଗୁପ୍ତସ୍ଥାନରୁ ଥରହର ହୋଇ ବାହାରି ଆସିବେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 ବିଦେଶୀୟମାନେ ମ୍ଳାନ ହୋଇଯିବେ ଓ ଆପଣାମାନଙ୍କ ଗୁପ୍ତ ସ୍ଥାନରୁ ଥରହର ହୋଇ ବାହାରି ଆସିବେ।

See the chapter Copy




ଗୀତସଂହିତା 18:45

Follow us:

Advertisements


Advertisements