Online Bible

- Advertisements -




ଗୀତସଂହିତା 18:8 - ପବିତ୍ର ବାଇବଲ

8 ତାଙ୍କ ନାକରୁ ଧୂଆଁ ନିର୍ଗତ ହେଲା। ଜ୍ୱଳନ୍ତ ଅଗ୍ନିଶିଖା ତାଙ୍କ ମୁଖରୁ ବାହାରିଲା। ଜ୍ୱଳନ୍ତା ଅଙ୍ଗାର ସବୁ ତାଙ୍କଠାରୁ ନିର୍ଗତ ହେବାକୁ ଲାଗିଲା।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

8 ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ଵାରା ଅଙ୍ଗାର ପ୍ରଜ୍ଵଳିତ ହେଲା।

See the chapter Copy

ଓଡିଆ ବାଇବେଲ

8 ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ୱାରା ଅଙ୍ଗାର ପ୍ରଜ୍ୱଳିତ ହେଲା।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ୱାରା ଅଙ୍ଗାର ପ୍ରଜ୍ୱଳିତ ହେଲା।

See the chapter Copy




ଗୀତସଂହିତା 18:8

Follow us:

Advertisements


Advertisements