ଗୀତସଂହିତା 19:12 - ପବିତ୍ର ବାଇବଲ12 କେହି ନିଜର ସମସ୍ତ ଭ୍ରାନ୍ତ ଧାରଣାକୁ ବୁଝିପାରନ୍ତି ନାହିଁ। ତେଣୁ ମୋତେ ଗୁପ୍ତ ପାପ କରିବାରୁ ନିବୃତ୍ତ କର। See the chapterପବିତ୍ର ବାଇବଲ (Re-edited) - (BSI)12 ଆପଣା ଭ୍ରାନ୍ତିସବୁ କିଏ ବୁଝିପାରେ? ତୁମ୍ଭେ ଗୁପ୍ତଦୋଷରୁ ମୋତେ ପରିଷ୍କାର କର। See the chapterଓଡିଆ ବାଇବେଲ12 ଆପଣା ଭ୍ରାନ୍ତିସବୁ କିଏ ବୁଝିପାରେ ? ତୁମ୍ଭେ ଗୁପ୍ତଦୋଷରୁ ମୋତେ ପରିଷ୍କାର କର। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆପଣା ଭ୍ରାନ୍ତିସବୁ କିଏ ବୁଝିପାରେ? ତୁମ୍ଭେ ଗୁପ୍ତଦୋଷରୁ ମୋତେ ପରିଷ୍କାର କର। See the chapter |