ଗୀତସଂହିତା 19:5 - ପବିତ୍ର ବାଇବଲ5 ସୂର୍ଯ୍ୟ ଆପଣା ଅନ୍ତଃପୂରରୁ ବରପରି ବାହାରି ଆସେ। ସୂର୍ଯ୍ୟ ଆକାଶରେ ଗ୍ଭଲିବାକୁ ଆରମ୍ଭ କରେ। ଠିକ୍ ଯେମିତି ଜଣେ କ୍ରୀଡ଼ାବିତ୍ ଦୌଡ଼ ପ୍ରତିଯୋଗିତାରେ ଦୌଡ଼େ। See the chapterପବିତ୍ର ବାଇବଲ (Re-edited) - (BSI)5 ସେ ଆପଣା ଅନ୍ତଃପୁରରୁ ବାହାରି ଆସିବା ବର ତୁଲ୍ୟ ଓ ସେ ଆପଣା ପଥରେ ଦୌଡ଼ିବା ପାଇଁ ବୀର ତୁଲ୍ୟ ଆନନ୍ଦ କରେ। See the chapterଓଡିଆ ବାଇବେଲ5 ସେ ଆପଣା ଅନ୍ତଃପୁରରୁ ବାହାରି ଆସିବା ବର ତୁଲ୍ୟ ଓ ସେ ଆପଣା ପଥରେ ଦୌଡ଼ିବା ପାଇଁ ବୀର ତୁଲ୍ୟ ଆନନ୍ଦ କରେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେ ଆପଣା ଅନ୍ତଃପୁରରୁ ବାହାରି ଆସିବା ବର ତୁଲ୍ୟ ଓ ସେ ଆପଣା ପଥରେ ଦୌଡ଼ିବା ପାଇଁ ବୀର ତୁଲ୍ୟ ଆନନ୍ଦ କରେ। See the chapter |