Online Bible

- Advertisements -




ଗୀତସଂହିତା 19:6 - ପବିତ୍ର ବାଇବଲ

6 ସୂର୍ଯ୍ୟ ଆକାଶର ଗୋଟିଏ ଦିଗରୁ ଅନ୍ୟ ଦିଗ ପର୍ଯ୍ୟନ୍ତ ଦୌଡ଼ି ଦୌଡ଼ି ଯାଏ। ତା'ର ଉତ୍ତପ୍ତ କିରଣରୁ କୌଣସି ବସ୍ତୁ ଗୁପ୍ତ ହୋଇ ରହିପାରିବ ନାହିଁ। ସଦାପ୍ରଭୁଙ୍କ ନୀତିଶିକ୍ଷାଗୁଡ଼ିକ ଠିକ୍ ସେହିଭଳି।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

6 ଆକାଶମଣ୍ତଳର ପ୍ରାନ୍ତରୁ ତାହାର ଉଦୟ ଓ ତହିଁର ଅନ୍ୟ ପ୍ରା; ପର୍ଯ୍ୟନ୍ତ ତାହାର ଭ୍ରମଣ ହୁଅଇ; ପୁଣି, ତାହାର ଉତ୍ତାପରୁ କୌଣସି ବସ୍ତୁ ଗୁପ୍ତ ନ ଥାଏ।

See the chapter Copy

ଓଡିଆ ବାଇବେଲ

6 ଆକାଶମଣ୍ଡଳର ପ୍ରାନ୍ତରୁ ତାହାର ଉଦୟ ଓ ତହିଁର ଅନ୍ୟ ପ୍ରାନ୍ତ ପର୍ଯ୍ୟନ୍ତ ତାହାର ଭ୍ରମଣ ହୁଅଇ; ପୁଣି, ତାହାର ଉତ୍ତାପରୁ କୌଣସି ବସ୍ତୁ ଗୁପ୍ତ ନ ଥାଏ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆକାଶମଣ୍ଡଳର ପ୍ରାନ୍ତରୁ ତାହାର ଉଦୟ ଓ ତହିଁର ଅନ୍ୟ ପ୍ରାନ୍ତ ପର୍ଯ୍ୟନ୍ତ ତାହାର ଭ୍ରମଣ ହୁଅଇ; ପୁଣି, ତାହାର ଉତ୍ତାପରୁ କୌଣସି ବସ୍ତୁ ଗୁପ୍ତ ନ ଥାଏ।

See the chapter Copy




ଗୀତସଂହିତା 19:6

Follow us:

Advertisements


Advertisements