ଗୀତସଂହିତା 20:3 - ପବିତ୍ର ବାଇବଲ3 ତୁମ୍ଭର ଉପହାର ସବୁ ଯାହା ତାଙ୍କ ଉଦ୍ଦେଶ୍ୟରେ ଅର୍ପିତ, ପରମେଶ୍ୱର ତାକୁ ଗ୍ରହଣ କରନ୍ତୁ। ତୁମ୍ଭର ହୋମବଳିକୁ ସେ ଗ୍ରହଣ କରନ୍ତୁ। ସେଲା See the chapterପବିତ୍ର ବାଇବଲ (Re-edited) - (BSI)3 ତୁମ୍ଭର ନୈବେଦ୍ୟସବୁ ସ୍ମରଣ କରନ୍ତୁ, ପୁଣି ତୁମ୍ଭର ହୋମବଳି ଗ୍ରହଣ କରନ୍ତୁ; [ସେଲା See the chapterଓଡିଆ ବାଇବେଲ3 ତୁମ୍ଭର ନୈବେଦ୍ୟସବୁ ସ୍ମରଣ କରନ୍ତୁ, ପୁଣି, ତୁମ୍ଭର ହୋମବଳି ଗ୍ରହଣ କରନ୍ତୁ; [ସେଲା] See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତୁମ୍ଭର ନୈବେଦ୍ୟସବୁ ସ୍ମରଣ କରନ୍ତୁ, ପୁଣି, ତୁମ୍ଭର ହୋମବଳି ଗ୍ରହଣ କରନ୍ତୁ; [ସେଲା] See the chapter |