ଗୀତସଂହିତା 20:6 - ପବିତ୍ର ବାଇବଲ6 ବର୍ତ୍ତମାନ ମୁଁ ଜାଣେ ସଦାପ୍ରଭୁ ତାଙ୍କ ଅଭିଷିକ୍ତ ରାଜାକୁ ସାହାଯ୍ୟ କରନ୍ତି। ପରମେଶ୍ୱର ତାଙ୍କର ପବିତ୍ର ସ୍ୱର୍ଗ ରାଜ୍ୟରେ ଥା’ନ୍ତି ଓ ତାଙ୍କ ଅଭିଷିକ୍ତ ରାଜାକୁ ଉତ୍ତର ଦିଅନ୍ତି। ସେ ତାଙ୍କର ମହାନ ଶକ୍ତିରେ ରାଜାଙ୍କୁ ତ୍ରାଣ କରନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)6 ଏବେ ମୁଁ ଜାଣୁଅଛି ଯେ, ସଦାପ୍ରଭୁ ଆପଣା ଅଭିଷିକ୍ତକୁ ଉଦ୍ଧାର କରନ୍ତି, ସେ ଆପଣା ଦକ୍ଷିଣ ହସ୍ତର ତ୍ରାଣଶକ୍ତିରେ ନିଜ ପବିତ୍ର ସ୍ଵର୍ଗରୁ ତାହାକୁ ଉତ୍ତର ଦେବେ। See the chapterଓଡିଆ ବାଇବେଲ6 ଏବେ ମୁଁ ଜାଣୁଅଛି ଯେ, ସଦାପ୍ରଭୁ ଆପଣା ଅଭିଷିକ୍ତକୁ ଉଦ୍ଧାର କରନ୍ତି, ସେ ଆପଣା ଡାହାଣ ହସ୍ତର ତ୍ରାଣ ଶକ୍ତିରେ ନିଜ ପବିତ୍ର ସ୍ୱର୍ଗରୁ ତାହାକୁ ଉତ୍ତର ଦେବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏବେ ମୁଁ ଜାଣୁଅଛି ଯେ, ସଦାପ୍ରଭୁ ଆପଣା ଅଭିଷିକ୍ତଙ୍କୁ ଉଦ୍ଧାର କରନ୍ତି, ସେ ଆପଣା ଡାହାଣ ହସ୍ତର ତ୍ରାଣ ଶକ୍ତିରେ ନିଜ ପବିତ୍ର ସ୍ୱର୍ଗରୁ ତାହାକୁ ଉତ୍ତର ଦେବେ। See the chapter |