Online Bible

- Advertisements -




ଗୀତସଂହିତା 21:7 - ପବିତ୍ର ବାଇବଲ

7 ରାଜା ସଦାପ୍ରଭୁଙ୍କ ଉପରେ ନିର୍ଭର କରେ। ସର୍ବୋପରିସ୍ଥ ପରମେଶ୍ୱରଙ୍କ ସ୍ନେହପୂର୍ଣ୍ଣ କରୁଣା କେବେହେଲେ ତାକୁ ପଡ଼ିବା ପାଇଁ ଦେବେ ନାହିଁ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

7 କାରଣ ରାଜା ସଦାପ୍ରଭୁଙ୍କଠାରେ ନିର୍ଭର କରନ୍ତି, ପୁଣି ସର୍ବୋପରିସ୍ଥଙ୍କ ସ୍ନେହପୂର୍ଣ୍ଣ କରୁଣା ହେତୁରୁ ସେ ବିଚଳିତ ନୋହିବେ।

See the chapter Copy

ଓଡିଆ ବାଇବେଲ

7 କାରଣ ରାଜା ସଦାପ୍ରଭୁଙ୍କଠାରେ ନିର୍ଭର କରନ୍ତି, ପୁଣି, ସର୍ବୋପରିସ୍ଥଙ୍କ ସ୍ନେହପୂର୍ଣ୍ଣ କରୁଣା ହେତୁରୁ ସେ ବିଚଳିତ ନୋହିବେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କାରଣ ରାଜା ସଦାପ୍ରଭୁଙ୍କଠାରେ ନିର୍ଭର କରନ୍ତି, ପୁଣି, ସର୍ବୋପରିସ୍ଥଙ୍କ ସ୍ନେହପୂର୍ଣ୍ଣ କରୁଣା ହେତୁରୁ ସେ ବିଚଳିତ ନୋହିବେ।

See the chapter Copy




ଗୀତସଂହିତା 21:7

Follow us:

Advertisements


Advertisements