ଗୀତସଂହିତା 22:1 - ପବିତ୍ର ବାଇବଲ1 ହେ ମୋର ପରମେଶ୍ୱର, ହେ ମୋର ସଦାପ୍ରଭୁ, କାହିଁକି ତୁମ୍ଭେ ମୋତେ ପରିତ୍ୟାଗ କଲ? ତୁମ୍ଭେ ମୋ’ ନିକଟରୁ ବହୁତ ଦୂରରେ ଥାଇ କିପରି ମୋତେ ସାହାଯ୍ୟ କରିବ? ତୁମ୍ଭେ ମୋର ସାହାଯ୍ୟ ପାଇଁ ଆର୍ତ୍ତ ଚିତ୍କାର ଏତେ ଦୂରରୁ ଶୁଣି ପାରିବ। See the chapterପବିତ୍ର ବାଇବଲ (Re-edited) - (BSI)1 ହେ ମୋହର ପରମେଶ୍ଵର, ହେ ମୋହର ପରମେଶ୍ଵର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ? ମୋତେ ସାହାଯ୍ୟ କରିବାରୁ ଓ ମୋʼ ଆର୍ତ୍ତନାଦର ଉକ୍ତିରୁ ତୁମ୍ଭେ କାହିଁକି ଏତେ ଦୂରରେ ରହୁଅଛ? See the chapterଓଡିଆ ବାଇବେଲ1 ହେ ମୋହର ପରମେଶ୍ୱର, ହେ ମୋହର ପରମେଶ୍ୱର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ ? ମୋତେ ସାହାଯ୍ୟ କରିବାରୁ ଓ ମୋ’ ଆର୍ତ୍ତନାଦର ଉକ୍ତିରୁ ତୁମ୍ଭେ କାହିଁକି ଏତେ ଦୂରରେ ରହୁଅଛ ? See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ମୋହର ପରମେଶ୍ୱର, ହେ ମୋହର ପରମେଶ୍ୱର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ? ମୋତେ ସାହାଯ୍ୟ କରିବାରୁ ଓ ମୋʼ ଆର୍ତ୍ତନାଦର ଉକ୍ତିରୁ ତୁମ୍ଭେ କାହିଁକି ଏତେ ଦୂରରେ ରହୁଅଛ? See the chapter |