Online Bible

- Advertisements -




ଗୀତସଂହିତା 22:4 - ପବିତ୍ର ବାଇବଲ

4 ଆମ୍ଭର ପୂର୍ବପୁରୁଷମାନେ ତୁମ୍ଭ ଉପରେ ବିଶ୍ୱାସ କରିଥିଲେ। ହଁ ସେମାନେ ତୁମ୍ଭକୁ ବିଶ୍ୱାସ କରୁଥିଲେ। ହେ ପରମେଶ୍ୱର, ତୁମ୍ଭେ ହିଁ ସେମାନଙ୍କୁ ଉଦ୍ଧାର କରିଅଛ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

4 ଆମ୍ଭମାନଙ୍କ ପିତୃପୁରୁଷଗଣ ତୁମ୍ଭଠାରେ ବିଶ୍ଵାସ କଲେ; ସେମାନେ ବିଶ୍ଵାସ କଲେ, ଆଉ ତୁମ୍ଭେ ସେମାନଙ୍କୁ ଉଦ୍ଧାର କଲ।

See the chapter Copy

ଓଡିଆ ବାଇବେଲ

4 ଆମ୍ଭମାନଙ୍କ ପୂର୍ବପୁରୁଷଗଣ ତୁମ୍ଭଠାରେ ବିଶ୍ୱାସ କଲେ; ସେମାନେ ବିଶ୍ୱାସ କଲେ, ଆଉ ତୁମ୍ଭେ ସେମାନଙ୍କୁ ଉଦ୍ଧାର କଲ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆମ୍ଭମାନଙ୍କ ପୂର୍ବପୁରୁଷଗଣ ତୁମ୍ଭଠାରେ ବିଶ୍ୱାସ କଲେ; ସେମାନେ ବିଶ୍ୱାସ କଲେ, ଆଉ ତୁମ୍ଭେ ସେମାନଙ୍କୁ ଉଦ୍ଧାର କଲ।

See the chapter Copy




ଗୀତସଂହିତା 22:4

Follow us:

Advertisements


Advertisements